Tuesday , March 28 2023
Breaking News
Home / ବିଶେଷ / ୨୧ରୁ ବିଧାନସଭାର ବଜେଟ୍ ଅଧିବେଶନ-

୨୧ରୁ ବିଧାନସଭାର ବଜେଟ୍ ଅଧିବେଶନ-

୨୭ ତାରିଖରେ ଉପସ୍ଥାପିତ ହେବ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍

ଭୁବନେଶ୍ୱର, ୦୨ /୦୨/୨୦୨୩ (ଓଡ଼ିଶା ସମାଚାର)- ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଚଳିତ ମାସ ୨୧ ତାରିଖରୁ ଆରମ୍ଭ ହେବ । ୨ଟି ପର୍ଯ୍ୟାୟରେ ଏପ୍ରିଲ୍ ୬ ତାରିଖ ଯାଏ ଅଧିବେଶନ  ଚାଲିବ। ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ଓ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଏ ୬ ତାରିଖ ଯାଏ ଅଧିବେଶନ ଚାଲିବ। ଫେବୃଆରୀ ୨୪ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରିବେ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେବ ଶେଷ ପୂର୍ଣ୍ଣାଙ୍ଗ ବଜେଟ।

Leave a Reply

Your email address will not be published.