Monday , October 2 2023
Breaking News
Home / ତାଜା ଖବର / ମୃତକ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ କେନ୍ଦ୍ର ସରକାର

ମୃତକ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ କେନ୍ଦ୍ର ସରକାର

ଭୁବନେଶ୍ୱର, ୦୨/୦୬/୨୦୨୩ (ଓଡ଼ିଶା ସମାଚାର)-    କରମଣ୍ଡଳ ଏକ୍ସପ୍ରେସ ଟ୍ରେନ୍ ବାହାନଗା ଠାରେ ଦୂର୍ଘଟଣାଗ୍ରସ୍ତ ହୋଇଛି । ବର୍ତମାନ ସୁଦ୍ଧା ୫୦ ରୁ ଅଧିକ ମୃତ୍ୟୁ ବରଣ କରିଥିବା ଓ ୩୫୦ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଂଟ୍ରୋଲ ରୁମ ରୁ ପରିସ୍ଥିତି ଉପରେ ନଜର ପକାଇଛନ୍ତି । ଆସନ୍ତା କାଲି ସେ ଘଟଣାସ୍ଥଳକୁ  ଯିବେ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଆସୁଛନ୍ତି । ମୃତକ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା, ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ଆହତ ଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି କେନ୍ଦ୍ର ସରକାରଙ୍କ ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *