Sunday , October 1 2023
Home / ବିଶେଷ / ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର, ୧୮/୦୯/୨୦୨୩ (ଓଡ଼ିଶା ସମାଚାର)-ବିଭିନ୍ନ ଦାବି ନେଇ କାର୍ଯ୍ୟ ବନ୍ଦ କରି ଧାରଣାରେ ବସିଥିବା ପ୍ରାଥମିକ ଶିକ୍ଷକମାନେ ସେମାନଙ୍କ ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତି ନେଇଛନ୍ତି । ନିଖିଳ ଉକ୍ରଳ ଶିକ୍ଷକ ମହାସଂଘର ମହାସଚିବ ଚାରୁଲତା ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି । ଶିକ୍ଷକ ମାନଙ୍କ ଧାରଣା ସମ୍ପର୍କରେ ଗଣ ଶିକ୍ଷା ମନ୍ତ୍ରୀଙ୍କ ସହିତ ଆଲୋଚନା ପରେ ଡ଼ିସେମ୍ବର ମାସ ପର୍ଯ୍ୟନ୍ତ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି ।

Leave a Reply

Your email address will not be published. Required fields are marked *