ଏସିଆନ୍ ମହିଳା ହକି ଚାମ୍ପିୟନସିପ୍: ଭାରତୀୟ ମହିଳା ରାଷ୍ଟ୍ରୀୟ ହକି ଟିମ୍ ସହ ଆଲୋଚନା କଲେ କ୍ରୀଡା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର, ୦୬/୧୧/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆସନ୍ତା ନଭେମ୍ବର ମାସ ୧୧ ତାରିଖ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ବିହାରର ରାଜଗିର ଠାରେ ଏସିଆନ୍ ମହିଳା ହକି…
