ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍
ଭୁବନେଶ୍ୱର,୨୪/୦୪/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଓଡ଼ିଶା ଜିମ୍ନାଷ୍ଟିକ୍ ଆସୋସିଏସନ (OGA) ପକ୍ଷରୁ ଆଜି ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମଠାରେ ଆସନ୍ତା ଏପ୍ରିଲ…
