ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ ସମ୍ବର୍ଦ୍ଧିତ କଲେ ଡିଜିପି
ଭୁବନେଶ୍ୱର,୨୩/୦୩/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟ ଏବଂ ଜାତୀୟସ୍ତରର ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ଆଜି ଭୁବନେଶ୍ୱରସ୍ଥିତ ପୋଲିସ…
