ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା
ଭୁବନେଶ୍ୱର,୦୮/୦୨/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରୟାଲ ଆର୍କେଡ ଆସୋସିଏସନ୍ ଅଫ ଆଲଟିଜ୍ ପକ୍ଷରୁ ୨୦୨୫-୨୬ ବର୍ଷ ନିମନ୍ତେ ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିବିଏମ୍) ୮…
