ସିଙ୍ଗଲ୍ ୱିଣ୍ଡୋ କମିଟି ଦ୍ୱାରା 1191.47 କୋଟି ଟଙ୍କା ପୁଞ୍ଜିନିବେଶରେହେବାକୁ ଥିବା ଅକ୍ଷୟଶକ୍ତି ପ୍ରକଳ୍ପକୁ ନୀତିଗତ ଅନୁମୋଦନ
ଭୁବନେଶ୍ୱର,୨୪/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି -2022…
