ଯୁବପୀଢ଼ି ଉଦ୍ୟୋଗୀ ହେବା ସହ ରାଜ୍ୟ ଓ ଦେଶର ଆର୍ଥିକ ଅଭିବୃଦ୍ଧିରେ ଭାଗିଦାର ହୁଅନ୍ତୁ”-ରାଜ୍ୟପାଳ
ଭୁବନେଶ୍ୱର,୦୨/୦୩/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ବହୁ କ୍ଷେତ୍ରରେ ଯୁବପୀଢ଼ି ନିଯୁକ୍ତିରେ ସ୍ଥିରତା ଦୃଷ୍ଟିରୁ ଚାକିରି କରିବା ଦିଗରେ ମନ ବଳାଇଥାନ୍ତି। କିନ୍ତୁ ଯେଉଁମାନେ ଚାକିରି ଉର୍ଦ୍ଧରେ ସ୍ବପ୍ନ…
