ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବ : ମନ୍ତ୍ରୀ ଶ୍ରୀ ସମ୍ପଦସ୍ୱାଇଁ
ଭୁବନେଶ୍ୱର,୨୭/୬/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ନିର୍ଦ୍ଦିଷ୍ଟ କେତେକ ଟ୍ରେନି ଛାତ୍ରଛାତ୍ରୀ ମଧ୍ୟରେ ସୀମିତ ନରଖି ଏହାକୁ ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ…
