ଜଳସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ ଓ ସର୍ବୋଚ୍ଚ ଯନ୍ତ୍ରୀଙ୍କ କ୍ଷେତ୍ର ପରିଦର୍ଶନ: ଜଳସେଚନ ପ୍ରକଳ୍ପ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୦୯/୦୪/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟର ଜଳସେଚନ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ଚାଷୀଙ୍କୁ ନିରନ୍ତର ଜଳ ଯୋଗାଇଦେବା ଏବଂ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ଶେଷ…
