ଶ୍ରୀରାମ ସେନାର ବିଶାଳ ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇ ୩୦/୦୩/୨୦୨୬ (ଓଡ଼ିଶା ସମାଚାର)- କେନ୍ଦ୍ରାପଡ଼ା ଜିଲ୍ଲା ଶ୍ରୀରାମ ସେନା ପକ୍ଷରୁ ପବିତ୍ର ରାମ ନବମୀ ଅବସରରେ ଏକ ବିଶାଳ ଶୋଭାଯାତ୍ରା ବାହାର କରା ଯାଇଥିଲା ।…

ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ

ଭୁବନେଶ୍ୱର,୩୦/୦୩/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଆଜି, ୩୦.୦୩.୨୦୨୬ ରେ ଓଡ଼ିଶା ମାନବ ଅଧିକାର ଆୟୋଗ (ଓ.ଏଚ.ଆର.ସି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ…

ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର,୩୦ /୦୩/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଶିଶୁପାଳ ଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି…

ଗ୍ରାଉଣ୍ଡ ଟୁ ଗ୍ରୋଥ୍: ଭୁବନେଶ୍ୱରରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍’ ଅନୁଷ୍ଠିତ

ଭୁବନେଶ୍ୱର,୩୦/୦୩/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଭୁବନେଶ୍ୱରସ୍ଥିତ ହୋଟେଲ ଲାଇଫ୍ ଠାରେ ଆଜି ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍ — ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ସଫଳତାର ସହ ଅନୁଷ୍ଠିତ…

ଆନ୍ଧ୍ରରୁ ଚୋରା ଚାଲାଣ ବାଲି ବୋଝେଇ ଗାଡି ପୋଲିସ ଜବତ କଲେ

ପାରଳାଖେମୁଣ୍ଡି, ୩୦/୦୩/୨୦୨୬ (ଓଡ଼ିଶା ସମାଚାର)-ଆନ୍ଧ୍ରରୁ ଆସିଥିବା ବାଲି ବୋଝେଇ ଏକ ହାଓ୍ୱା ଡିପର (ଏ.ପି.୩୯ ୟୁଓ୍ୱାଇ ୮୬୩୧)କୁ ପାରଳାଖେମୁଣ୍ଡି ପୋଲିସ ଜବତ କରିଛି। ଘଟଣାରୁ ପ୍ରକାଶ ଆନ୍ଧ୍ର…

ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ  ଓଡ଼ିଆ ପକ୍ଷ-୨୦୨୬ ପାଳନ କରାଯିବ

ଭୁବନେଶ୍ୱର,୩୦ /୦୩/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ ନିଜର ଦୈନନ୍ଦିନ ଜୀବନର ଅଂଶବିଶେଷ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର, ୩୦/୦୩/୨୦୨୬ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ…

ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ 

ବାଲିଗୁଡା,୩୦/୦୩/୨୬(ଓଡିଶା ସମାଚାର /ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ଆସୁଛି, ୧୩ ଦିନିଆ ଦଣ୍ଡଯାତ୍ରା । ଏହି ପରିପ୍ରେକ୍ଷୀରେ ଚଳିତ ମାସ ୧ ତାରିଖ ଠାରୁ…

କେନ୍ଦ୍ରାପଡାରେ ଶ୍ରୀ ଜଗନ୍ନାଥଙ୍କ ୩୬ ବେଶ କାର୍ଯ୍ୟକ୍ରମ ଉଦଯାପିତ

କେନ୍ଦ୍ରାପଡ଼ା,୩୦/୦୩/୨୦୨୬(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ପବିତ୍ର ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ରଥଦାଣ୍ଡରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ୩୬ବେଶ କାର୍ଯୟକ୍ରମ ଉଦଯାପିତ ହୋଇଯାଇଛି । ଗରାପୁର ଦିବ୍ୟଜୀବନ ସଂଘ ଶିବାନନ୍ଦ…