ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଆରମ୍ଭ ହେଲା ୬ଦିନିଆ ଲିଙ୍ଗରାଜ ମହୋତ୍ସବ

ଭୁବନେଶ୍ୱର,୨୬/୦୩/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପ୍ରତିବର୍ଷ ପରି ଚଳିତ ବର୍ଷ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଲିଙ୍ଗରାଜ ମହୋତ୍ସବ…

ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ବିଭିନ୍ନ ଅତ୍ୟାବଶ୍ୟକ ଦ୍ରବ୍ୟର  ଉପଲବ୍‌ଧତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଆବଶ୍ୟକତା ଅନୁଯାୟୀ ସମସ୍ତ ଅତ୍ୟାବଶ୍ୟକ ଦ୍ରବ୍ୟ ଉପଲବ୍‌ଧ,  କୃତ୍ରିମ ଅଭାବ ସୃଷ୍ଟି କରୁଥିବା ଅସାଧୁବ୍ୟବସାୟୀଙ୍କ ଉପରେ  ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଭୁବନେଶ୍ୱର,୨୬/୦୩/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-…

ସର୍ଭାଇଭର୍‌ ନେଟୱର୍କ କାର୍ଯ୍ୟକ୍ରମ କନ୍ଧମାଳରେ ଆପଦପ୍ରବଣ କିଶୋରମାନଙ୍କ ପାଇଁ ସମର୍ଥନ ବ୍ୟବସ୍ଥାକୁ ସୁଦୃଢ କରୁଛି

କନ୍ଧମାଳ,୨୬/୦୩/୨୦୨୬ (ଓଡ଼ିଶା ସମାଚାର)- ଶିଶୁ ସୁରକ୍ଷା ବ୍ୟବସ୍ଥାକୁ ମଜଭୁତ କରିବା ଏବଂ ଆପଦପ୍ରବଣ କିଶୋରମାନଙ୍କୁ ସଶକ୍ତ କରିବା ପାଇଁ ଚାଲିଥିବା ପ୍ରୟାସର ଅଂଶସ୍ୱରୂପ ହମାରା ବଚ୍‌ପନ ଟ୍ରଷ୍ଟ…

ଓଡ଼ିଶା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଯାଜପୁର, ୨୬/୦୩/୨୦୨୬ (ଓଡ଼ିଶା ସମାଚାର)-ଏପ୍ରିଲ ୧ ରେ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ଏବଂ ଯାଜପୁର ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ କରିବା ଉପଲକ୍ଷେ ଜିଲ୍ଲା ସୂଚନା ଏବଂ…

ମହମ୍ମଦପୁର ବିଲସାହି ପଂଚମୁଖୀ ହନୁମାନଙ୍କ ପୀଠରେ ଦ୍ୱାଦଶ ବାର୍ଷିକ ବିଶ୍ୱଶାନ୍ତିି ମହାଯଜ୍ଞ ଓ ଅଷ୍ଟମ ପ୍ରହର ନାମଯଜ୍ଞ ଆରମ୍ଭ  

ରଘୁନାଥପୁର,୨୬/୩/୨୦୨୬(ଓଡ଼ିଶା ସମାଚାର)- ମହାନଦୀ ଚିତ୍ରୋପôଳା ଦୀପଂଚଳ ରେ ଅବସ୍ଥିତ ମହମ୍ମଦପୁର ବିଲସାହିରେ ପ୍ରତିଷ୍ଠିତ ଶ୍ରୀ ଶ୍ରୀ ପଂଚମୁଖୀ ହନୁମାନଙ୍କକ ପୀଠ ରେ ଦ୍ୱାଦଶ ବାର୍ଷିକ ବିଶ୍ୱଶାନ୍ତିି ମହାଯଜ୍ଞ…

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

                    କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ପୃଥକ ପତ୍ର • ପ୍ରଧାନମନ୍ତ୍ରୀ…

କ୍ରୀଡା ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା,୨୫/୦୩/୨୦୨୬ (ଓଡ଼ିଶା ସମାଚାର)-କେନ୍ଦ୍ରାପଡା ପୌରସଂସ୍ଥା ଦୃଷ୍ଟିବାଧିତ ବିଦ୍ୟାଳୟରେ ତିନି ବର୍ଷ ଧରି ନିରନ୍ତର ସେବା ଯୋଗାଇ ଆସୁଥିବା ଶାରୀରିକ ଶିକ୍ଷା ଶିକ୍ଷକ ଭରତ କୁମାର ସାହୁଙ୍କର ଅନ୍ୟତ୍ର…

ସାମ୍ବାଦିକ ସୁଶାନ୍ତ ପୋଥାଳ ଓଡ଼ିଏମଏମ ରାଜ୍ୟ ସମ୍ପାଦକ 

ଭୁବନ ୨୫/୦୩/୨୦୨୬ (ଓଡ଼ିଶା ସମାଚାର)-ଓଡ଼ିଶା ଡିଜିଟାଲ ମିଡିଆ ମହାସଂଘ ( ଓଡ଼ିଏମଏମ) ରାଜ୍ୟ ସମ୍ପାଦକ ଭାବେ ଦୀର୍ଘ ୨୫ ବର୍ଷର ଅଭିଜ୍ଞତା ସମ୍ପନ୍ନ ବରିଷ୍ଠ ସାମ୍ବାଦିକ ତଥା…

ଶ୍ରୀ ଜଗନ୍ନାଥ ମନ୍ଦିର ର  ପ୍ରତିଷ୍ଠା ଉତ୍ସବ

ନିଶ୍ଚିନ୍ତକୋଇଲି, ୨୫/୦୩/୨୦୨୬ (ଓଡିଶା ସମାଚାର /ଅଭୟ ଜେନା )କଟକ ସଦର ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ କଳମିଶ୍ରି ପଞ୍ଚାୟତ ପୁରୁଣାପାରି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିର ର  ପ୍ରତିଷ୍ଠା…