ଶ୍ରୀବଳଦେବଜୀଉଙ୍କ ବଡପଣ୍ଡା ଭଗବାନ ପତ୍ରୀଙ୍କ ପରଲୋକ
କେନ୍ଦ୍ରାପଡ଼ା,୧୫/୦୯/୨୦୨୬(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ବଡପଣ୍ଡା, ପଣ୍ଡିତସଭାର ସଦସ୍ୟ ତଥା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଇତିହାସ ବିଭାଗର ପ୍ରାକ୍ତନ ପ୍ରାଧ୍ୟାପକ ଭଗବାନ ପତ୍ରୀଙ୍କର…
