ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କର ପ୍ରତିଭା, ସୃଜନଶୀଳତା ଓ ଅଦମ୍ୟ ମାନବୀୟ ଆତ୍ମାକୁ ପ୍ରଦର୍ଶନ କରିବା ଉଦ୍ଦେଶ୍ୟରେ ଏକ ଭବ୍ୟ କଳା ଓ ସଙ୍ଗୀତ ମହୋତ୍ସବ
ଭୁବନେଶ୍ୱର,୧୦/୦୨/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- କଲର କିଂ ସଂଗଠନ, ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗ ସଶକ୍ତିକରଣ ବିଭାଗ (SSEPD)ର ସହଯୋଗରେ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କର…
