ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ସହ ଉତ୍କଳିକାର ବୁଝାମଣାପତ୍ର ସ୍ବାକ୍ଷରିତ
ଭୁବନେଶ୍ୱର,୦୮/୦୧/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଉପସ୍ଥିତିରେ ବିଭାଗୀୟ ସମ୍ମିଳନୀ କକ୍ଷରେ…
