ଲାଲବାହାଦୂର ଉଚ୍ଚଶିକ୍ଷାଶ୍ରମର ୧୯୮୮ବ୍ୟାଚର ବନ୍ଧୁମିଳନ
କେନ୍ଦ୍ରାପଡ଼ା,୩୧/୧୨/୨୦୨୫(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଂଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୂର ଉଚ୍ଚଶିକ୍ଷାଶ୍ରମର ୧୯୮୮ ମାଟ୍ରିକ ବ୍ୟାଚର ପୁରାତନ ଛାତ୍ରଛାତ୍ରୀମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ବେଣାଜୋରୀବଟରେ ଅନୁଷ୍ଠିତ ହୋଇଯାଇଛି…
