ସର୍ବଦଳୀୟ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୬/୧୧/୨୦୨୫ (ଓଡ଼ିଶା ସମାଚାର)-  ଆସନ୍ତା କାଲି (ଗୁରୁବାର)ଠାରୁ ଆରମ୍ଭ ହେଉଛି ଶୀତକାଳୀନ ଅଧିବେଶନ। ଏହି ପରିପ୍ରେକ୍ଷୀରେ ଆଜି ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ…

ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୬/୧୧/୨୦୨୫ (ଓଡ଼ିଶା ସମାଚାର)- ଆସନ୍ତା କାଲି ଠାରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ।ଏହି ପରିପ୍ରେକ୍ଷୀରେ ଆଜି ବିଧାନସଭା ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

ଜାତୀୟ ସ୍ତରୀୟ ଶରତ ମହୋତ୍ସବ ଓ ମୂର୍ଚ୍ଛନାର ୨୪ ତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା, ୨୬/୧୧/୨୦୨୫(ଓଡ଼ିଶା ସମାଚାର)- ଓଡିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନାର ବାର୍ଷିକ ଉତ୍ସବ ଓ ଓଡ଼ିଶା କଲଚର୍ ଆର୍ଟ ଏକାଡେମୀ (ଓକା) ଅନୁଷ୍ଠାନର ଜାତୀୟ ସ୍ତରୀୟ ଶରତ…

ଶୀତବସ୍ତ୍ର ପରିଧାନ କଲେ ଶ୍ରୀବଳଦେବଜୀଉ

କେନ୍ଦ୍ରାପଡ଼ା,୨୬/୧୧/୨୦୨୫(ଓଡ଼ିଶା ସମାଚାର)- ଶୀତବସ୍ତ୍ର ପରିଧାନ କଲେ ମହାପ୍ରଭୁ ତଥା କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉ । ଓଢଣ ଷଷ୍ଟୀରେ ଶ୍ରୀଜୀଉଙ୍କ ଘୋଡ ଲାଗି ନୀତି ସମ୍ପନ୍ନ…

ତ୍ରିଲୋକ୍ୟପୁର ଭତା କେଳେଙ୍କାରୀ ଘଟଣାରେ ପୂର୍ବତନ ଏଡିଇଓ ନିଲମ୍ବିତ

କେନ୍ଦ୍ରାପଡ଼ା,୨୬/୧୧/୨୦୨୫(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲାର ରାଜକନିକା ବ୍ଲକ ଅଧିନ ତ୍ରିଲୋକ୍ୟପୁର ଗ୍ରାମ ପଂଚାୟତରେ ଭତା କେଳେଙ୍କାରୀ ଘଟଣାରେ ପୂର୍ବତନ ତ୍ରିଲୋକ୍ୟପୁର ଏଡିଇଓ(ଏକାଉନ୍ଟାଂଟ-କମ- ଡାଟା ଏନ୍ଟ୍ରି ଅପରେଟର) କଳ୍ପନା…

୪କଳା ଶ୍ରମ କୋଡ୍ ବାତିଲ ଦାବିରେ ବିକ୍ଷୋଭ

କେନ୍ଦ୍ରାପଡ଼ା, ୨୬/୧୧/୨୦୨୫(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଇ.ଏନ.ଟି.ୟୁ.ସି., ଏ.ଆଇ.ଟି.ୟୁ.ସି., ହିନ୍ଦ୍ ମଜଦୁର ସଭା, ସି.ଆଇ.ଟି.ୟୁ.,ଏ.ଆଇ.ସି.ସି.ଟି.ୟୁ., ୟୁ.ଟି.ୟୁ.ସି. ଓ ଜିଲା କୃଷକ ମଂଚ…

ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରଦାନ

୨୦୨୩,୨୦୨୪ ଏବଂ ୨୦୨୫ ବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ଏକାଡ଼େମୀ ପୁରସ୍କାର, ଉପାୟନ ଓ କବିଚନ୍ଦ୍ର କାଳିଚରଣ ଯୁବ ପ୍ରତିଭା ସମ୍ମାନ ପ୍ରଦାନ…

ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର,୨୬/୧୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ବିକଶିତ ଓଡ଼ିଶାର ସ୍ବପ୍ନକୁ ଦୃଢ଼ ଭିତ୍ତି ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ଭିଜନ ୨୦୩୬ ଏବଂ ୨୦୪୭’ ଭଳି ଏକ…