କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ପାଣିଗ୍ରାହୀଙ୍କ ଦେହାନ୍ତ :ସମଗ୍ର ଅଞ୍ଚଳ ରେ ଶୋକର ଛାୟା
ବାଲିଗୁଡା ,୦୨/୦୯/୨୫(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ଏସ. କୁମାର ନ୍ୟୁଜ ଏଜେନ୍ସି ର ପ୍ରତିଷ୍ଠାତା ସୁରେନ୍ଦ୍ର କୁମାର ପାଣିଗ୍ରାହୀ (୭୫…
