୫ଦଫା ଦାବିରେ ଗାଁସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
କେନ୍ଦ୍ରାପଡ଼ା,୨୬/୦୮/୨୦୨୫(ଓଡ଼ିଶା ସମାଚାର)-୫ଦଫା ଦାବିରେ ଗାଁସାଥୀ(ମେଟ୍)ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି, କେନ୍ଦ୍ରାପଡା ଜିଲା ଶାଖା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣା ଦିଆଯାଇଥିଲା । ସେମାନଙ୍କ ଦାବି…
