୭୯ତମ ସ୍ୱାଧୀନତା ଦିବସ ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର! ସ୍ୱାଧୀନତା ଦିବସ ପୂର୍ବ ସନ୍ଧ୍ୟାରେ ଆପଣମାନଙ୍କୁ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି। ସ୍ୱାଧୀନତା ଦିବସ ଏବଂ ଗଣତନ୍ତ୍ର ଦିବସକୁ ପ୍ରତ୍ୟେକ…
