ମା’ ପାଟ୍ଟଖଣ୍ଡାଙ୍କ ସମ୍ପତ୍ତି ଓ ଆୟବ୍ୟୟର ତଥ୍ୟ ଦେବା ଘଟଣା: ମନ୍ଦିର ସୁରକ୍ଷା ମଞ୍ଚ ଓ ଗ୍ରାମବାସୀ ଙ୍କ ବୈଠକ
ବାଲିଗୁଡ଼ା,୧୩/୦୮/୨୫: (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ସଭାଗୃହ ପରିସରରେ ମା’ ପାଟ୍ଟଖଣ୍ଡାଙ୍କ ସମ୍ପତ୍ତି ଓ ଆୟବ୍ୟୟର…
