ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୪,୯୮୨.୬୬ କୋଟି ଟଙ୍କାର ୨୩ଟି ନୂତନ ନିବେଶ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ୱର,୨୪/୦୭/୨୦୨୫ (ଓଡ଼ିଶା ସମାଚାର)- ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଗୁରୁବାର ବସିଥିବା ୧୩୮ତମ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୪,୯୮୨.୬୬…
