ମା ରମାଦେବୀ ଚୌଧୁରୀଙ୍କ  ଶ୍ରାଦ୍ଧ ଦିବସ ପାଳିତ

ଜଗତସିଂହପୁର,୨୨/୦୭/୨୦୨୫ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ର ମିଳିତ ଆନୁକୁଲ୍ୟରେ ମା ରମାଦେବୀ ଚୌଧୁରୀ ଙ୍କ ଶ୍ରାଦ୍ଧ ଦିବସ ପାଳିତ…

ବଡ଼ଚଣା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ।

ଯାଜପୁର,୨୨/୦୭/୨୦୨୫ (ଓଡ଼ିଶା ସମାଚାର)- ଆଜି ପୂର୍ବାହ୍ନରେ  ଯାଜପୁର  ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବଡ଼ଚଣା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯଇଅଛି। ଏହି…

୨୩ ତାରିଖରୁ ବର୍ଷା ବଢ଼ିବ

ଭୁବନେଶ୍ୱର,୨୨/୦୭/୨୦୨୫ (ଓଡ଼ିଶା ସମାଚାର)-  ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୨୪ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟସହନଶୀଳତା

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଥିଲେ ଡାକ୍ତର ରାଉତ ଭୁବନେଶ୍ୱର,୨୨/୦୭/୨୦୨୫…

ସିଦ୍ଧେଶ୍ଵରପୁର ଠାରେ ନଵ ଦିନ ବ୍ୟାପି ଶ୍ରାବଣୀ ମହୋତ୍ସବ 

କଟକ ସଦର,୨୨/୦୭/୨୦୨୫ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ ସିଦ୍ଧେଶ୍ଵର ପୁର ଠାରେ ଥିବା ସିଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆସନ୍ତା କାଲି ବୁଧବାର ଠାରୁ…

ଉଛେଦ ହେଲା ୫୦ ବର୍ଷର କନ୍ଦରପୁର ମୁଣ୍ଡାସାହି ଵସ୍ତିର ୫୫ ଘର, ରହିତାଦେଶ ପାଇଁ ଵର୍ତିଲା ୩୨ ଘର

କଟକ ସଦର ,୨୨/୦୭/୨୦୨୫ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ନୂଆଗାଁ ୫୫ ନମ୍ବର ଜାତୀୟ ରାଜପଥର ଉନ୍ନତିକରଣ କାର୍ଯ୍ୟ ତ୍ବରାନ୍ବିତ ହୋଇଥିବା ବେଳେ ଏହି ରାସ୍ତାର…

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବରେ ଜଷ୍ଟିସ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ

କଟକ,୨୨/୦୭/୨୦୨୫ (ଓଡ଼ିଶା ସମାଚାର)- ସୋମବାର ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବରେ ଜଷ୍ଟିସ ମାନସ ରଞ୍ଜନ ପାଠକ ଶପଥ ନେଇଛନ୍ତି । ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ…

ଯୁବପିଢ଼ିଙ୍କ ସ୍ୱପ୍ନ ପୂରଣ କରିବାରେ ସହାୟକ ହେଉଛି ବିଶ୍ୱ ଦକ୍ଷତା କେନ୍ଦ୍ର

ବରଗଡ଼ର ଅଞ୍ଜୁଲତା, କେନ୍ଦୁଝରର ପ୍ରୀତି, ଗଞ୍ଜାମର ଆଫ୍ରିନ ଏବଂ କୋରାପୁଟର ଯସ୍ମିନଙ୍କ ସଂଘର୍ଷ କାହାଣୀ ଅନ୍ୟମାନଙ୍କ ପାଇଁ ପ୍ରେରଣା ଭୁବନେଶ୍ୱର,୨୨/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-‘‘ବିଦେଶରେ ଚାକିରି କରିବି…

ଜାତୀୟ ମାନବାଧିକାର ଆୟୋଗଙ୍କ ଓଡ଼ିଶା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ବରିଷ୍ଠ ଧିକାରୀମାନଙ୍କ ସହିତ  ଆଲୋଚନା ଓ ପରାମର୍ଶ

ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ଆଗାମୀ ଯୋଜନା ଓ ପଦକ୍ଷେପକୁ  କମିଶନଙ୍କ  ପ୍ରଶଂସା  ଭୁବନେଶ୍ୱର,୨୧/୦୭/୨୦୨୫(ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା  ଭାରତର…

ଉପବିଭାଗୀୟ ଅଧିକାରୀମାନେ ନିଷ୍ଠା ଓ ଅନ୍ତରିକତାର ସହ ସରକାରୀ କାର୍ଯ୍ୟ ତୁଲାଇବା ଉଚିତ : ବାଚସ୍ପତି

ଭୁବନେଶ୍ୱର,୨୧/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ସରକାରୀ କର୍ମଚାରୀଙ୍କ କର୍ତ୍ତବ୍ୟନିଷ୍ଠା ତଥା ଜନସହଯୋଗ ଦ୍ୱାରା ରାଜ୍ୟ ଓ ଦେଶର ପ୍ରତ୍ୟେକ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହୋଇପାରିବ ଓ ତା’ର ସୁବିଧା…