ସିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଫାଉଣ୍ଡେସନର ଚତୁର୍ଥ ପରିଚାଳନା ପରିଷଦ ବୈଠକ
ସିମିଳିପାଳ ଅଞ୍ଚଳର ଗ୍ରାମୀଣ ମେଧାବୀ ଛାତ୍ରମାନଙ୍କୁ ଉଚ୍ଚଶିକ୍ଷା ପାଇଁ ଆର୍ଥିକ ସହାୟତା ଦେବାକୁ ଓ ଗ୍ରାମୀଣ ଯୁବକମାନଙ୍କୁ ଡ୍ରାଇଭିଂ, ବୈଦ୍ୟୁତିକ ଏବଂ ଯାନ୍ତ୍ରିକ କାର୍ଯ୍ୟ, ସିଲାଇ ଇତ୍ୟାଦି ଦକ୍ଷତା ପ୍ରଦାନ କରିବା ପ୍ରସ୍ତାବ ଭୁବନେଶ୍ୱର,୧୧/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-…
