୭୬ତମ ବନ ମହୋତ୍ସବ : ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାର ଗୁଡିକର ପୁନର୍ବିନ୍ୟାସ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଚଳିତ ବର୍ଷ ‘ବନ ସୁରକ୍ଷା, ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ ସ୍ତରୀୟ ପୁରସ୍କାର’ ମିଳିତ ଭାବେ ପାଇଲେ କଳାହାଣ୍ଡିର ‘ତୁଲଙ୍ଗପଦର ବନ ସୁରକ୍ଷା ସମିତି’ ଏବଂ କରଞ୍ଜିଆ…
