ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା, ସେସବୁର ପରିଚାଳନା ଓ ରକ୍ଷଣାବେକ୍ଷଣ ନେଇ ଉଚ୍ଚସ୍ତରୀୟ ଆନ୍ତଃ ବିଭାଗୀୟ ସମନ୍ୱୟ କମିଟି ବୈଠକ
ଭୁବନେଶ୍ୱର,୦୬/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଓଡ଼ିଶାରେ ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା, ସେସବୁର ପରିଚାଳନା ଓ ରକ୍ଷଣାବେକ୍ଷଣ ପାଇଁ ଆଧୁନିକ ଜ୍ଞାନକୌଶଳର ଉପଯୋଗ ହେବ…
