ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି : ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ନିଯୁକ୍ତ ହେବେ ‘ଶିଶୁ ସେବିକା’

ଶ୍ରେଣୀଗୃହରେ କୁନି କୁନି ପିଲାମାନଙ୍କୁ ସହାୟତା କରିବେ, ଶିକ୍ଷକମାନଙ୍କ ଉପରୁ ଅଣ-ଶିକ୍ଷା କାର୍ଯ୍ୟର ବୋଝ ହାଲ୍‍କା ହେବ ପାଚିକା ମାନଙ୍କ ଦରମାର ସମାନୁପାତିକ  ହାରରେ ଦରମା ପାଇବେ…

ପୁରୀ : ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ, ଏକାଧିକ ଆହତ

ପୁରୀ,୨୯/୦୬/୨୦୨୫ (ଓଡ଼ିଶା ସମାଚାର)-ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ଶରଧାବାଲି ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ…

ବରଗଡ଼ ସ୍ଥିତ ଟଇଣ୍ଡିଆନ ଇନଷ୍ଟିଟ୍ୟୁଟ ଅଫ୍‍ ହ୍ୟାଣ୍ଡଲୁମ ଟେକ୍ନୋଲୋଜି’ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ହସ୍ତତନ୍ତ ଓ ବୟନଶିଳ୍ପ ଜ୍ଞାନକୌଶଳକୁ ପ୍ରୋତ୍ସାହିତ କରିବାରେ ଉଲ୍ଲେଖନୀୟ କାର୍ଯ୍ୟ କରୁଛି – ଧର୍ମେନ୍ଦ୍ର ପ୍ରଧାନ ଅନୁଷ୍ଠାନର ପ୍ରାଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କୁ ଭେଟି ଆଲୋଚନା କଲେ ହସ୍ତତନ୍ତ…

ବରଗଡ଼ରେ ଆୟୋଜିତ “ଗରିବ କଲ୍ୟାଣ ଓ ବିକାଶ ସମାବେଶ”ରେ କେନ୍ଦ୍ରମନ୍ତ୍ରୀ

ଗରିବ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ  ଡବଲ କାମ କରୁଛି ଡବଲ ଇଞ୍ଜିନ ସରକାର – ଧର୍ମେନ୍ଦ୍ର ପ୍ରଧାନ ପାଖାପାଖି ୨୨ କୋଟିରୁ ଅଧିକ ମୂଲ୍ୟର…

ଆସୁଛି ଯୋଡ଼ା ଲଘୁଚାପ, ଜୁଲାଇ ୪ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୯/୦୬/୨୦୨୫ (ଓଡ଼ିଶା ସମାଚାର)- ଆସୁଛି ୨ଟି ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ । ଶନିବାର ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ରଥାରୂଢ ଶ୍ରୀଜିଉଙ୍କ ଦର୍ଶନ କଲେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ

ପୁରୀ,୨୯/୦୬/୨୦୨୫ (ଓଡ଼ିଶା ସମାଚାର)- ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ  ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରାରେ…

“ସାହିତ୍ୟ ମାସିକୀ” କାର୍ଯ୍ୟକ୍ରମ “ପ୍ରତିକୂଳତା ସୃଜନଶୀଳତାକୁ ଉତ୍ସାହିତ କରେ”

 ଭୁବନେଶ୍ୱର,୨୯/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଜୀବନର ସଂଗ୍ରାମ ଓ ସଂଘର୍ଷ  ମଣିଷକୁ ଅଧିକ ସଫଳ କରାଏ । ପ୍ରତିକୂଳତା ଆମ ଜୀବନକୁ ଅର୍ଥପୂର୍ଣ କରେ ଓ ତାହା…

ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଗୌତମ ଆଦାନୀ

ଓଡ଼ିଶାରେ ବନ୍ଦର ଭିତ୍ତିକ ଶିଳ୍ପର ବିକାଶ ଉପରେ ଆଲୋଚନା ଭୁବନେଶ୍ୱର,୨୮/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଗୌତମ ଆଦାନୀ…

ପିପିଲିଠାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୩ଜଣ ଯୁବତୀ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ  ଅନୁକମ୍ପାମୂଳକ ସହାୟତା ଘୋଷଣା 

ଭୁବନେଶ୍ୱର,୨୮/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପିପିଲିଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ରିମିଝିମି ପ୍ରିୟଦର୍ଶିନୀ ସାହୁ, ଏଲିନା ଦାସ ଓ କାଜଲ ଦାସ ପ୍ରାଣ ହରାଇଥିବା ସମ୍ପର୍କରେ…

ବାହାରିନ ରେ ପ୍ରବାସୀ ଓଡ଼ିଆ ପାଳିଲେ ରଥଯାତ୍ରା

ଭୁବନେଶ୍ୱର,୨୮/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ବାହାରିନ ର ରାଜଧାନୀ ମାନାମା ଠାରେ ପ୍ରବାସୀ ଓଡ଼ିଆଙ୍କ ସଂଗଠନ ‘ବାହାରିନ ଓଡ଼ିଆ ସମାଜ” ଘୋଷ ଯାତ୍ରା ପାଳନ କରିଛନ୍ତି। ଏଥିରେ…