‘ଭାର୍ଗବାସ୍ତ୍ର’ ର ସଫଳ ପରୀକ୍ଷଣ

ବ୍ରହ୍ମପୁର/ ଭୁବନେଶ୍ୱର,୧୬/୦୫/୨୦୨୫ (ଓଡ଼ିଶା ସମାଚାର)-   ଡ୍ରୋନ୍‌ ଜରିଆରେ ହେଉଥିବା ଆକ୍ରମଣକୁ ରୋକିବା ପାଇଁ ‘ଭାର୍ଗବାସ୍ତ୍ର’ ନାମରେ ଏକ କାଉଣ୍ଟର୍‌ ଆଟାକ ସିଷ୍ଟମ ତିଆରି କରାଯାଇଛି। ଗଞ୍ଜାମ ଜିଲାର…

ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ ର ପ୍ରତିନିଧି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା କଲେ

ଭୁବନେଶ୍ୱର,୧୬/୦୫/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…

ଅପରେସନ ସିନ୍ଦୁର ପରାକ୍ରମ ଶୋଭା ଯାତ୍ରା,ପଣ୍ଡିତ ନାରାୟଣ ମିଶ୍ରଙ୍କ ପ୍ରତିମୂର୍ତ୍ତି ଅନାବରଣ

ଜିଲା ପାଠାଗାର ଓ ଜିଲା ସଂସ୍କୃତି କାର୍ଯ୍ୟାଳୟ ଲୋକାର୍ପିତ: ଭାରତ ସୁରକ୍ଷାରେ ପ୍ରତ୍ୟେକ ନାଗରିକ, ପଣ୍ଡିତ ନାରାୟଣଙ୍କ ତ୍ୟାଗ ଓ ତୀତିକ୍ଷାର ପଟାନ୍ତର ନାହିଁ ଖୋର୍ଦ୍ଧା, ୧୫/୦୫/୨୦୨୫…

ରାଜ୍ୟର ଜାତୀୟ ରାଜପଥର ସ୍ଥିତି ପରଖିଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

– ନିର୍ମାଣ କାର୍ଯ୍ୟକୁ ତ୍ୱରିତ ବେଗରେ ଆଗେଇ ନେବାକୁ ନିର୍ଦ୍ଦେଶ – କାର୍ଯ୍ୟର ଅଗ୍ରଗତି ନେଇ ପ୍ରତି ମାସରେ ହେବ ସମୀକ୍ଷା ଭୁବନେଶ୍ୱର,୧୫/୦୫/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-…

ମୁଖ୍ୟ ଶାସନ ସଚିବ ଙ୍କ ଅଧ୍ୟକ୍ଷତାରେ ମାନକୀକରଣ ଏବଂ ଦ୍ରବ୍ୟ ଓ ସେବା କ୍ଷେତ୍ରରେ  ଗୁଣାତ୍ମକତା ସଂପର୍କିତ ରାଜ୍ୟସ୍ତରୀୟ କମିଟି ବୈଠକ ଅନୁଷ୍ଠିତ 

ଭୁବନେଶ୍ୱର,୧୫/୦୫/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଭାରତୀୟ ମାନକ ବ୍ୟୁରୋ (ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡସ୍ ) ଏବଂ  ଓଡିଶା ସରକାରଙ୍କ ଖାଦ୍ୟଯୋଗାଣ ଓ ଖାଉଟି  କଲ୍ୟାଣ ବିଭାଗର…

ବିପୁଳ ପରିମାଣରେ ଚୋରା ମଦ ଜବତ, ୫ ମହିଳା ଙ୍କ ସମେତ ୭ କୋର୍ଟ ଚାଲାଣ

କେନ୍ଦ୍ରାପଡ଼ା,୧୫/୦୫/୨୦୨୫(ଓଡ଼ିଶା ସମାଚାର)-ଜିଲାପାଳଙ୍କ ନିର୍ଦ୍ଧେଶକ୍ରମେ କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ପାଟକୁରା, ମାର୍ଶାଘାଇ, ଜମ୍ବୁ ମେରାଇନ ଓ ମହାକାଳପଡ଼ା ଥାନା ଅଧିନସ୍ତ ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ…

ନାବାଳିକା ନିଖୋଜ ର ୨୫ ଦିନ ବିତିଲା , ପୋଲିସ ହାତ ଖାଲି

ଭୁବନ ୧୫/୦୫/୨୦୨୫ (ଓଡ଼ିଶା ସମାଚାର)- ଢେ଼ଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ମୃଦଙ୍ଗା ସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ରେ କ୍ଲାସ ସାରି ଫେରୁଥିବା ବେଳେ ଜନୈକା ନାବାଳିକା…

ଦଶମ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ପଦ୍ମ ଫୁଲରେ ସଜ୍ଜିତ ମା’ ମାନଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

ବାଲିଗୁଡା,୧୫/୦୫/୨୫ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ…

ପଞ୍ଚାୟତ ପ୍ରତିନିଧିଙ୍କୁ ଉପେକ୍ଷା  : ଆୟତପୁର ସରପଂଚ ଙ୍କ ନିନ୍ଦା

କଟକ ସଦର, ୧୫/୦୫/୨୦୨୫ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ ଆୟତପୁର ପଞ୍ଚାୟତ ରେ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଉପେକ୍ଷା କରାଯାଇଥିବାରୁ ସରପଂଚ ରାକେଶ ବେହେରା…

ଜଗତସିଂହପୁର ଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

 ଜଗତସିଂହପୁର, ୧୫/୦୫/୨୦୨୫ (ଓଡ଼ିଶା ସମାଚାର)-  ଅପରେସନ ସିନ୍ଦୂରର ସଫଳତା ଓ ଭାରତୀୟ ସେନାବାହିନୀର ଦକ୍ଷତାକୁ ସମ୍ମାନ ଜଣାଇ ଆଜି ଜଗତସିଂହପୁର ସଦର ମହକୁମାର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍…