ଦାମୋଦରପୁର ଠାରେ ନୂତନ ଟ୍ରାନ୍ସଫରମର ଉଦଘାଟନ କଲେ ସରପଂଚ

କଟକ ସଦର,୨୯/୦୪/୨୦୨୫ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ ଆୟତପୁର ପଞ୍ଚାୟତ ଦାମୋଦରପୁର ଠାରେ ଆବଶ୍ୟକତା ଦୃଷ୍ଟିରୁ ବସାଯାଇ ଥିବା ଏକ ନୂଆ ବିଦ୍ୟୁତ…

୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡ଼ାକଡ଼ି ଲାଗୁ କରିବା ଦାବିରେ ଜିଲ୍ଲାପାଳ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ ।

ଭବାନୀପାଟଣା,୨୯/୦୪/୨୦୨୫ (ଓଡ଼ିଶା ସମାଚାର /ରାକେଶ ବେମାଲ) ଭାରତୀୟ କମ୍ୟୁନିଷ୍ଟ ପାର୍ଟି କଳାହାଣ୍ଡି ଜିଲ୍ଲା ପରିଷଦ ପକ୍ଷରୁ ରାଜ୍ୟ ସମ୍ପାଦକ ଦାମୋଦର ବେହେରାଙ୍କ ନେତୃତ୍ୱରେ ଯେଉଁ ପରିବାର ଭୂମିହୀନ…

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ମଧୁସୂଦନ ଥିଲେ ଓଡ଼ିଶାର ପ୍ରଥମ ସ୍ୱପ୍ନଦ୍ରଷ୍ଟା ମଧୁବାବୁଙ୍କ ଜନ୍ମପୀଠର ବିକାଶ ପାଇଁ ଅଧିକ ଅର୍ଥର ବ୍ୟବସ୍ଥା କରାଯିବ, ଉତ୍କଳ ଟ୍ୟାନେରୀ ସ୍ମୃତିରେ ଏକ କୀର୍ତ୍ତିସ୍ତମ୍ଭ ସ୍ଥାପନ କରାଯିବ…

ରାଜ୍ୟ ସ୍ତରୀୟ ଶିଶୁ ନାଟକ ମହୋତ୍ସବ : ପ୍ରଥମ ଦିନରେ ନାଟକ “ବୁଢ଼ି ମା’ର କାହାଣୀ ପେଡ଼ି” ଏବଂ “ପରିଚୟ” ମଞ୍ଚସ୍ଥ

ଭୁବନେଶ୍ୱର,୨୮/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀ, ଜିଲ୍ଲା ସଂସ୍କୃତି ପରିଷଦ, ବାଲେଶ୍ୱର ଏବଂ…

କୁଶଳୀ ଛାତ୍ର ସବଳ ଓଡ଼ିଶା

ଭବାନୀପାଟଣା, ୨୮/୦୪/୨୦୨୫ (ଓଡ଼ିଶା ସମାଚାର)-  ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ସେମାନଙ୍କର ଆକାଂକ୍ଷିତ ଶିକ୍ଷା ଗ୍ରହଣ ନିମନ୍ତେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଏବଂ ସେମାନଙ୍କୁ ଆଧୁନିକ ଯୁଗର…

ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ଭାରତୀୟ ପ୍ରଶାସନିକ ସେବାର ପ୍ରୋବେସନର ଅଧିକାରୀମାନେ

ଭୁବନେଶ୍ୱର, ୨୮/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କୁ ଆଜି ଭାରତୀୟ ପ୍ରଶାସନିକ ସେବାର ଓଡ଼ିଶା କ୍ୟାଡରର ପ୍ରୋବେସନର ଅଧିକାରୀମାନେ ସାକ୍ଷାତ…

ରସୁଲପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର,୨୮/୦୪/୨୦୨୫(ଓଡ଼ିଶା ସମାଚାର)- ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରସୁଲପୁର ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ…

ଉତ୍କଳ ଗୌରବ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର, ୨୮/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଉତ୍କଳ ଗୌରବ ମଧୁବାବୁଙ୍କ ପ୍ରତି…

ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର,୨୮/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବର ପ୍ରତୀକ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ସେ…

ଭୁବନେଶ୍ୱର ଓକିଲ ସଂଘ ପକ୍ଷରୁ ଆଇନଜୀବୀ ଓ ସ୍ୱାଭିମାନ ଦିବସ ପାଳିତ

ଭୁବନେଶ୍ୱର, ୨୮ /୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଉତ୍କଳ ଗୌରବ ମଧୁସୂଦନ ଦାସ ଓକିଲାତିରୁ ଦେଶ ସେବା ସମାଜସେବା କରୁଥିଲେ। ମଧୁ ବାବୁ କେବେ ତାଙ୍କ ଜୀବନରେ…