ତାଳଚେର ରାଜା ରାଜେନ୍ଦ୍ର ଚନ୍ଦ୍ର ବୀରବର ହରିଚନ୍ଦନ ଦେବଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ
ଭୁବନେଶ୍ୱର,୨୧/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ତାଳଚେର ରାଜା ତଥା ସମାଜସେବୀ ରାଜେନ୍ଦ୍ର ଚନ୍ଦ୍ର ବୀରବର ହରିଚନ୍ଦନ ଦେବଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ…
