ମହାବିଷୁବ ସଂକ୍ରାନ୍ତିରେ କେନ୍ଦ୍ରାପଡାରେ ବିଶ୍ୱହିନ୍ଦୁ ପରିଷଦ ବଜରଙ୍ଗ ଦଳର ବିଶାଳ ହିନ୍ଦୁ ଶୋଭାଯାତ୍ରା

କେନ୍ଦ୍ରାପଡ଼ା,୧୫/୦୪/୨୦୨୫(ଓଡ଼ିଶା ସମାଚାର)- ପଣାସଂକ୍ରାନ୍ତି ଓ ନବବର୍ଷ ଉପଲକ୍ଷେ ପ୍ରଭୁ ଶ୍ରୀରାମଙ୍କ ଦୂତ ମହାବୀର ହନୁମାନଙ୍କ ଜନ୍ମୋତ୍ସବ ଅବସରରେ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ କେନ୍ଦ୍ରାପଡା ବିଶ୍ୱହିନ୍ଦୁ…

ଓଡ଼ିଆ ନବବର୍ଷ ରେ ମେୟରଙ୍କୁ କବିତା ବହି ଉପହାର

ଭୁବନେଶ୍ୱର,୧୫/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟ ବ୍ୟାପି ଓଡ଼ିଆ ନବବର୍ଷ ଧୁମ୍ ଧାମରେ ପାଳନ କରାଯାଉଛି । ନିଜ ନିଜର ପାଳନକୁ  କିଏ  କେତେ ପ୍ରକାରେ  ଲୋକଲୋଚନକୁ…

ପାଟଣାଗଡରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣା କୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

ଏହା ପଛରେ ଥିବା ବ୍ୟକ୍ତିବିଶେଷଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ଭୁବନେଶ୍ୱର,୧୫/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ…

କ୍ଷତ୍ରିୟ-ଖଣ୍ଡାୟତ ମହାସଂଘ ପକ୍ଷରୁ ଓଡ଼ିଆ ନବବର୍ଷ

କେନ୍ଦ୍ରାପଡ଼ା,୧୫/୦୪/୨୦୨୫(ଓଡ଼ିଶା ସମାଚାର)- କେନ୍ଦ୍ରାପଡ଼ା ଜିଲ୍ଲା କ୍ଷତ୍ରିୟ ଖଣ୍ଡାୟତ ମହାସଂଘ ତରଫରୁ ପବିତ୍ର ପଣା ସଂକ୍ରାନ୍ତି ଏବଂ ଓଡିଆ ନବବର୍ଷ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡ଼ା…

ଭୁବନ ଅଞ୍ଚଳରେ ମହାବିଷୁବ ସଂକ୍ରାନ୍ତି,ଝାମୁ ଯାତ୍ରା, ଉଡା ପର୍ବ ଓ ହନୁମାନ ଜୟନ୍ତୀ ପାଳିତ 

ଭୁବନ,୧୫/୦୪/୨୦୨୫ (ଓଡ଼ିଶା ସମାଚାର)-ଭୁବନ ଅଞ୍ଚଳରେ ମହାବିଷୁବ ପଣା ସଂକ୍ରାନ୍ତି,ଝାମୁ ଯାତ୍ରା ଓ ହନୁମାନ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି। ଭୁବନର ଆରାଧ୍ୟ ଦେବତା ବାବା ବୁଦ୍ଧେଶ୍ୱର…

ଶାଳବଣ ସାହିତ୍ୟ ସଂସଦର ମହାବିଷୁବ ଆସର

ବାଲିଗୁଡ଼ା,୧୫/୦୪/୨୦୨୫ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତି ର ସଭା ଗୃହ ପରିସରରେ ଶାଳବଣ ସାହିତ୍ୟ ସଂସଦର ମହାବିଷୁବ…

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି ପାଳିତ

ବାଲିଗୁଡା,୧୫/୦୪/୨୦୨୫ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ…

ଜୁନାଗଡ଼ରେ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ

ଜୁନାଗଡ଼,୧୫/୦୪/୨୦୨୫ (ଓଡ଼ିଶା ସମାଚାର /ରାକେଶ ବେମାଲ)-କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହରରେ ସମ୍ବିଧାନ ପ୍ରଣେତା ବାବା ସାହେବ ଡ଼. ଭୀମରାଓ ଆମ୍ବେଦକରଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ମହା…

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ  ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ପାଇଁ ସୁଧ ଦେବାକୁ ପଡିବ ନାହିଁ ଅଧିକ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ- ମୁଖ୍ୟମନ୍ତ୍ରୀ…

ରୂପାୟନ ପରିବାର ଦ୍ବାରା ମହା ବିଷୁବ ସଂକ୍ରାନ୍ତି ପାଳିତ

ଭୁବନେଶ୍ୱର,୧୫/୦୪/୨୦୨୫(ଓଡ଼ିଶା ସମାଚାର/ରଜତ ମହାପାତ୍ର)- ସ୍ଥାନୀୟ ଚନ୍ଦ୍ରଶେଖରପୁର ଡି.ଏ.ଭି. ସ୍କୁଲ ସମ୍ମୁଖରେ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ରୂପାୟନ” ପରିବାର ତରଫରୁ ପବିତ୍ର ମହା ବିଷୁବ ପଣା ସଂକ୍ରାନ୍ତି ଉପଲକ୍ଷେ…