ପୂର୍ତ୍ତ ବିଭାଗ ଦ୍ୱାରା ନିର୍ମିତ ୪ଟି କୋଠାକୁ ମିଳିଲା ବିଶ୍ୱକର୍ମା ପୁରସ୍କାର-୨୦୨୫
ଜାତୀୟ ସ୍ତରରେ ଚମକିଲା ଓଡ଼ିଶାର ପୂର୍ତ୍ତ ବିଭାଗ ଭୁବନେଶ୍ୱର,୧୧/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଓଡ଼ିଶା ସରକାରଙ୍କ ପୂର୍ତ୍ତ ବିଭାଗ ଆଜି ନୂଆଦିଲ୍ଲୀ ଠାରେ ସମ୍ମାନଜନକ ବିଶ୍ୱକର୍ମା ପୁରସ୍କାର-୨୦୨୫ରେ…
