ବଡ଼ଚଣା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ନେଇ ରାଜନୈତିକ ଦଳମାନଙ୍କ ସହିତ ବୈଠକ।
ଯାଜପୁର,୦୪/୦୪/୨୦୨୫(ଓଡ଼ିଶା ସମାଚାର)-ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଶିକା ଅନୁଯାୟୀ ପ୍ରତ୍ୟେକ ଦଳ ଦ୍ଵାରା ପ୍ରତି ବୁଥରେ ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହି କ୍ରମରେ ଆଜି…
