ଜଳ ସମ୍ପଦ ବିଭାଗରେ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା କଲେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୨୬/୦୩/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଜଳ ସମ୍ପଦ ବିଭାଗରେ ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟସବୁକୁ ତ୍ୱରାନ୍ୱିତ କରିବା ଏବଂ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟକରି ଓ ଖର୍ଚ୍ଚ ବିନିଯୋଗ…
