ଯାଜପୁର ଠାରେ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ – ୨୦୨୫ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ।

ଯାଜପୁର,୨୧/୦୩/୨୦୨୫ (ଓଡ଼ିଶା ସମାଚାର)- ଯାଜପୁର ଜିଲ୍ଲା ସଦର ମହକୁମାରେ ଓଡ଼ିଶା ଦିବସ – ୨୦୨୫ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ…

ବିଶ୍ଵ ଉପଭୋକ୍ତା ଅଧିକାର ଦିଵସ ୨୦୨୫ ପାଳିତ

ଜଗତସିଂହପୁର,୨୧/୦୩/୨୦୨୫(ଓଡ଼ିଶା ସମାଚାର)- ଜିଲ୍ଳା ପ୍ରଶାସନ ଓ ବୈଧମାପ ଵିଜ୍ଞାନ ବିଭାଗ ତରଫରୁ ବିଶ୍ୱଉପଭୋକ୍ତା  ଅଧିକାର ଦିବସ ୨୦୨୫ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର  ସଦଭାବନା ସଭାଗୃହ ରେ ଆଜି ପୂର୍ବାହ୍ନରେ…

ଜଗତସିଂହପୁର ଜିଲ୍ଲା ଗୃହରକ୍ଷୀ ସଂଗଠନରେ ଗୃହରକ୍ଷୀ ଭାବରେ ନିଯୁକ୍ତି ପାଇଁ ସୂଚନା

ଜଗତସିଂହପୁର, ୨୧/୦୩/୨୦୨୫ (ଓଡ଼ିଶା ସମାଚାର)-ଜିଲ୍ଲାର ଗୃହରକ୍ଷୀ ସଂଗଠନରେ ଗୃହରକ୍ଷୀ ଭାବରେ ନିଯୁକ୍ତି ପାଇଁ ଜଗତସିଂହପୁର ଜିଲ୍ଲାର ଆଗ୍ରହୀ ପ୍ରାର୍ଥୀଙ୍କଠାରୁ ନିର୍ଧାରିତ ଫର୍ମ (ଓଡ଼ିଶା ଗୃହରକ୍ଷୀ ନିୟମ ୧୯୬୨ର…

ପୂର୍ବାହ୍ନ ୧୧ ଘଟିକା ଠାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ ଶ୍ରମିକ ମାନଙ୍କ କାର୍ଯ୍ୟ ରେ କଟକଣା

ଜଗତସିଂହପୁର,୨୧/୦୩/୨୦୨୫ (ଓଡ଼ିଶା ସମାଚାର)- ବିଗତ ବର୍ଷ ମାନଙ୍କରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟି ରେ ରଖି, ଚଳିତ ବର୍ଷ ସମ୍ଭାବ୍ୟ ରୌଦ୍ରତାପ ଜନିତ ଅଂଶୁଘାତ ଆଶଙ୍କାକୁ ଏଡାଇ…

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ରୟମାସିକ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ

ଜଗତସିଂହପୁର,୨୧/୦୩/୨୦୨୫ (ଓଡ଼ିଶା ସମାଚାର)-ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଏପ୍ରିଲ-୨୦୨୫ ଠାରୁ ଜୁନ୍-୨୦୨୫ ମାସ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବ୍ଲକ୍ କାର୍ଯ୍ୟାଳୟ…

ଶିଶୁଙ୍କ ପାଇଁ ଆଇନ ସେବା ୟୁନିଟ୍ ର ତାଲିମ କାର୍ଯ୍ୟକ୍ରମ

ଜଗତସିଂହପୁର,୨୧/୦୩/୨୦୨୫ (ଓଡ଼ିଶା ସମାଚାର)- ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଯୋଗଧାରୀ ସ୍ଥିତ ପ୍ରଦକ୍ଷଣ ସଭାଗୃହରେ ଜାତୀୟ ଆଇନ ସେବା ପ୍ରାଧିକରଣର ଯୋଜନା ଅନୁଯାୟୀ ଶିଶୁଙ୍କ…

ହାତ ପାହାନ୍ତାରେ ମିଳିଲା ସରକାରୀ ସୁବିଧା, ୪୦ ରୁ ଊର୍ଦ୍ଧ୍ୱ ଖାଦ୍ୟ ବ୍ୟବସାୟୀଙ୍କ ପଞ୍ଜୀକରଣ କଲା ବିଭାଗ

ବାଲିଗୁଡା,୨୧/୦୩/୨୫ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକା ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି…

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅଣୁ ଉଦ୍ୟୋଗୀଙ୍କ ଦକ୍ଷତା ବିକାଶ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

‘‘ବିକଶିତ ଭାରତ ଗଠନରେ ଉଦ୍ୟୋଗୀମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ’’ – ମାନ୍ୟବର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଜୟନ୍ତ ଚୌଧାରୀ ଭୁବନେଶ୍ୱର,୨୧/୦୩/୨୦୨୫ (ଓଡ଼ିଶା ସମାଚାର)-  ଭାରତର ଗ୍ରାମୀଣ…

ଆଦର୍ଶ ମହିଳା ପାର୍ବତୀ ସାହୁଙ୍କ ସ୍ମୁତିରେ ଶ୍ରଦ୍ଧାଞ୍ଜଳୀ ସଭା

ମାହାଙ୍ଗା ୨୦/୦୩/୨୦୨୫ (ଓଡିଶା ସମାଚାର /ଅଭୟ ଜେନା)ଆଦର୍ଶ ମହିଳା ପାର୍ବତୀ ସାହୁଙ୍କ ଦ୍ବାଦଶାହ ଉପଲକ୍ଷେ କୁସୁପୁର ଦଶହରା ପଡିଆ ନିକଟରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି…