ଓଡ଼ିଶାରେ ସୁଭଦ୍ରା ହତାଧିକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁଲା, ଖୁସିବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ

ସୁଭଦ୍ରା ଯୋଜନା ମାଆ ଭଉଣୀମାନଙ୍କୁ ସଶକ୍ତ, ସ୍ୱାବଲମ୍ବୀ ଓ ଆତ୍ମନିର୍ଭର କରୁଛି – ଧର୍ମେନ୍ଦ୍ର ପ୍ରଧାନ • ଏହି ଯୋଜନାର ସଫଳ ରୂପାୟନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଉତ୍କଳ ଯାଦବ ମହାସଭା ର ରାଜ୍ୟ ସଂପାଦକ ହେଲେ ସୁବୋଧ ବେହେରା, ଅଭିନନ୍ଦନ ର ସୁଅ

କଟକ ସଦର,୦୬/୦୩/୨୦୨୫ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): ରାଜ୍ୟର ଏକ ଅଗ୍ରଣୀ ଜାତିଆଣା ସଂଗଠନ ଉତ୍କଳ ଯାଦବ ମହାସଭା ର ରାଜ୍ୟ ସଂପାଦକ ଭାବେ ଜଣାଶୁଣା ଯୁବ…

୧୭ ବର୍ଷ ହେଲା ପାଇପ୍ ଯୋଗେ ପାନୀୟ ଜଳ ପିଇବାକୁ ଅପେକ୍ଷା କରିଛନ୍ତି ପାରାଵିଲ୍ ଗ୍ରାମବାସୀ, କହିବେ କାହାକୁ ଶୁଣିବ କିଏ ?

କଟକ ସଦର,୦୬/୦୩/୨୦୨୫ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): ଲୋକମାନଙ୍କୁ ଘରେ ଘରେ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବା ସରକାରଙ୍କ ଘୋଷଣା ଦୀପତଳ ଅନ୍ଧାର…

ପଳାଶୁଣୀ ଫୁଟ୍ ଓଭରବ୍ରିଜ୍ ଉଦଘାଟିତ

ଲୋକଙ୍କ ଉଦ୍ଧେଶ୍ୟରେ ଉତ୍ସର୍ଗୀକୃତ କଲେ ସାଂସଦ ଅପରାଜିତା ଭୁବନେଶ୍ୱର,୦୫/୦୩/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ବହୁ ପ୍ରତୀକ୍ଷିତ ପଳାଶୁଣୀ ଫୁଟ୍ ଓଭରବ୍ରିଜ୍ ବୁଧବାର ଉଦଘାଟିତ ହୋଇଛି । ସାଂସଦ ଅପରାଜିତା…

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର,୦୫/୦୩/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁବାବୁ ଜଣେ କିମ୍ବଦନ୍ତୀ ପୁରୁଷ । ସ୍ୱତନ୍ତ୍ରତା ଓ ସଫଳତାପୂର୍ଣ୍ଣ…

ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ

ବିଜୁ ବାବୁଙ୍କ ପ୍ରତ୍ୟେକଟି ପଦକ୍ଷେପ ଆମକୁ ପ୍ରେରଣା ଦେଉଛି   — କଳିଙ୍ଗ ଫୁଟବଲ କପ୍ ଆଉଥରେ ଆରମ୍ଭ ହେବ ବିକଶିତ ଗାଁ, ବିକଶିତ ଓଡିଶା ଯୋଜନାରେ ଆଗାମୀ…

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବିଭିନ୍ନ ଯୋଜନାର ସମୀକ୍ଷା

#ପ୍ରତିଟି ଗ୍ରାମପଞ୍ଚାୟତର ବିକାଶ ଆମର ଉତ୍ତରଦାୟିତ୍ୱ:ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ #     ବହୁମୁଖୀ ଭିତ୍ତିଭୂମି ନିର୍ମାଣ ଦ୍ୱାରା ବିକଶିତ ଗାଁ ବିକଶିତ ଓଡ଼ିଶାର ଲକ୍ଷ୍ୟ ସାଧିତ…

ବିଜୁ ପଟ୍ଟନାୟକ ଫାଉଣ୍ଡେସନ ତରଫରୁ ରାଜ୍ୟସ୍ତରୀୟ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳିତ

ଭୁବନେଶ୍ୱର,୦୫/୦୩/୨୦୨୫(ଓଡ଼ିଶା ସମାଚାର/ରଜତ ମହାପାତ୍ର)- ବିଜୁ ପଟ୍ଟନାୟକ ଫାଉଣ୍ଡେସନ ତରଫରୁ ଏହାର ମୁଖ୍ୟ କାର୍ଯ୍ୟାଳୟ ପରିସରରେ, ରାଜ୍ୟସ୍ତରୀୟ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳିତ ହୋଇଯାଇଛି  । ଏହି ଅବସରରେ…

ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନ,୦୫/୦୩/୨୦୨୫ (ଓଡ଼ିଶା ସମାଚାର)-ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଆୟୋଜିତ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪ ପରିପ୍ରେକ୍ଷୀରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟ ନିର୍ବାହୀ ଅଧିକାରୀ…

ଡା.ସରୋଜକାନ୍ତ କାନୁନଗୋଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା,୦୫/୦୩/୨୦୨୫(ଓଡ଼ିଶା ସମାଚାର)- କେନ୍ଦ୍ରାପଡାର ଜନମାନସରେ ପରିଚିତ ଡା. ସରୋଜକାନ୍ତ କାନୁନଗୋଙ୍କ ୩୭ତମ ଶ୍ରାଦ୍ଧବାର୍ଷିକୀ ଅବସରରେ କେନ୍ଦ୍ରାପଡାରେ ଜିଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ତାଙ୍କୁ ଭକ୍ତିପୂର୍ଣ୍ଣର୍ ଶ୍ରଦ୍ଧାଞ୍ଜଳି…