ଜାତୀୟ ସ୍ତରରେ ପ୍ୟାଲିଏଟିଭ୍ କେୟାର୍ ର ସର୍ବଶ୍ରେଷ୍ଠ ଅଭ୍ୟାସ ପାଇଁ ପ୍ରଥମ ସ୍ଥାନରେ ଓଡିଶା
ଭୁବନେଶ୍ୱର,୧୪/୧୦/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଜାତୀୟସ୍ତରରେ ବିଶ୍ୱ ହସ୍ପିସ୍ ଏବଂ ପ୍ୟାଲିଏଟିଭ୍ କେୟାର୍ ଦିବସ ୨୦୨୫ ଭୁବନେଶ୍ୱରର ବାଗଚି କରୁଣାଶ୍ରୟ ପ୍ୟାଲିଏଟିଭ୍ କେୟାର୍ ସେଣ୍ଟରରେ ପାଳିତ ହୋଇଛି…
