ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର ପାଇଁ ଶ୍ରୀମତୀ ସଂଯୁକ୍ତା ସେଠୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଭିନନ୍ଦନ
ଭୁବନେଶ୍ୱର,୧୧/୯/୨୦୨୪ (ଓଡ଼ିଶା ସମାଚାର)- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ମାଲକାନଗିରି ର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର ମିଳିଛି । ନୂଆଦିଲ୍ଲୀରେ…
