ଭରତପୁର ପ୍ରାଥମିକ କୃଷି ସମବାୟ ସମିତିରେ ଧାନମଣ୍ଡି ଖୋଲିଲା

କେନ୍ଦ୍ରାପଡ଼ା, ୧୫/୦୧/୨୦୨୫ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପ୍ରାଥମିକ କୃଷି ସମବାୟ ସମିତିରେ ଚଳିତ ଖରିଫ ଧାନ ସଂଗ୍ରହ ପାଇଁ ଧାନମଣ୍ଡି ବୁଧବାର ଉଦଘାଟିତ…

କନ୍ଦରପୁର,କିଶନନଗର ଓ ଅରିଲୋ ରେ ଧାନ ମଣ୍ଡି ଉଦଘାଟିତ 

କଟକ ସଦର,୧୫/୦୧/୨୦୨୫ (ଓଡ଼ିଶା ସମାଚାର ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ କନ୍ଦରପୁର,କିଶନନଗର ଓ ଅରିଲୋ କୃଷକ ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ଧାନ ମଣ୍ଡି…

ଧାନ କିଣା ତଦାରଖ ପାଇଁ ପ୍ରତି ମଣ୍ଡିରେ ନିଯୁକ୍ତ ନୋଡାଲ ଅଫିସର

ବର୍ତ୍ତମାନ ରାଜ୍ୟର ନିଯୁକ୍ତ ଅଛନ୍ତି ୩୮୯୩ ଜଣ ନୋଡାଲ ଅଧିକାରୀ ଓ  ୧୦୩୧ ଜଣ ସୁପରଭାଇଜର ଭୁବନେଶ୍ୱର,୧୪/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଚଳିତ ଖରିଫ ଋତୁରେ ରାଜ୍ୟରେ…

ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି – ୨୭ ଜିଲ୍ଲାରେ ଚାଲିଛି ଧାନ କିଣା, ଅନ୍ୟ ଜିଲ୍ଲାରେ ଖୁବଶୀଘ୍ର 

ଭୁବନେଶ୍ୱର,୧୩/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି ରହିଛି । ଏହି ଧାନ କିଣା ବ୍ୟବସ୍ଥା ଆହୁରି ତ୍ୱରାନ୍ୱିତ…

ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ ଓ ସମୀକ୍ଷା ବୈଠକରେ ଯୋଗଦାନ

ଜଗତସିଂହପୁର,୧୧/୦୧/୨୦୨୫ (ଓଡ଼ିଶା ସମାଚାର)-ଆଜି ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ,ବିଜ୍ଞାନ ଓ ବୈଷୟିକ ବିଭାଗର ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି…

ଜିଲାସ୍ତରୀୟ ଧାନକ୍ରୟ ମଣ୍ଡି ଶୁଭ ଉଦଘାଟନ

କେନ୍ଦ୍ରାପଡ଼ା, ୧୦/୦୧/୨୦୨୫ (ଓଡ଼ିଶା ସମାଚାର)- ଜମଧରସ୍ଥିତ ନିୟନ୍ତ୍ରିତ ବଜାର କମିଟିର ମୁଖ୍ୟ ବଜାର ପ୍ରାଙ୍ଗଣରେ ଶୁକ୍ରବାର ଜିଲାସ୍ତରୀୟ ଧାନକ୍ରୟ ମଣ୍ଡିର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି…

କେନ୍ଦ୍ରାପଡା ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ଚେତାବନୀ ସମାବେଶ

ଦାବି ପୂରଣ ନହେଲେ ପ୍ରଶାସନକୁ ଅଚଳ କରି ଦିଆଯିବ କେନ୍ଦ୍ରାପଡ଼ା, ୧୦/୦୧/୨୦୨୫ (ଓଡ଼ିଶା ସମାଚାର)- ପାଂଚଦଫା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ୱାନ କ୍ରମେ ଶୁକ୍ରବାର ରାଜ୍ୟ…

ଚାଷୀଙ୍କ ଦୁର୍ଦ୍ଧଶା ଲାଘବ କରିବାରେ ସରକାର ବିଫଳ

ସଂଯୁକ୍ତ କିଷାନ ମୋର୍ଚ୍ଚା ସମାବେଶ ୧୦ରେ କେନ୍ଦ୍ରାପଡ଼ା, ୦୮/୦୧/୨୦୨୫ (ଓଡ଼ିଶା ସମାଚାର)- ଭାଗଚାଷୀଙ୍କୁ କ୍ଷତିପୂରଣ, ରାଜ୍ୟବ୍ୟାପୀ ମଣ୍ଡି ଖୋଲିବା ଏବଂ ମୃତ କୃଷକ ପରିବାରକୁ ୨୦ ଲକ୍ଷ…

ଯାଜପୁରରେ ଜିଲ୍ଲାସ୍ତରୀୟ ଧାନ ମଣ୍ଡି ଉଦଘାଟିତ।

ଯାଜପୁର, ୦୭/୦୧/୨୦୨୫ (ଓଡ଼ିଶା ସମାଚାର)-ଯାଜପୁର ଜିଲ୍ଲାର କୋରେଇ ବ୍ଲକ୍ ଅନ୍ତର୍ଗତ ପାଣିକୋଇଲି ପ୍ରାଥମିକ କୃଷି ସମବାୟ ସମିତି ଓ ଯାଜପୁର ବ୍ଲକ୍ ଅନ୍ତର୍ଗତ ମାଳଆନନ୍ଦପୁର, ଖାଇରାବାଦ ଓ…

ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ପ୍ରଦାନ

ଭୁବନେଶ୍ୱର,୦୭/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୬ଟି ଜିଲ୍ଲାରେ ହୋଇଥିବା ଅଦିନିଆ ବର୍ଷାକୁ ସରକାର ‘ପ୍ରାକୃତିକ ବିପର୍ଯ୍ୟୟ’ ଭାବେ ଗ୍ରହଣ କରିଥିବାବେଳେ ରାଜ୍ୟ ବିପର୍ଯ୍ୟୟ…