ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମୟୂରଭଞ୍ଜ ଜିଲ୍ଲାରେ କୃଷି ଏବଂ ଉଦ୍ୟାନ କୃଷି ବିଭାଗ, ଶକ୍ତି ବିଭାଗ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ
ଜିଲ୍ଲାରେ କୃଷକ ସର୍ବଦା ଅଗ୍ରଗଣ୍ୟ ଏବଂ ଜିଲ୍ଲାରେ କୃଷକର ସମସ୍ୟା ଦୂର କରିବା ପାଇଁ ଆମେ ପ୍ରତିକରବଦ୍ଧ ହେବା : ଉପ-ମୁଖ୍ୟମନ୍ତ୍ରୀ ବାରିପଦା /ଭୁବନେଶ୍ୱର, ୦୩/୦୮/୨୦୨୪(ଓଡ଼ିଶା ସମାଚାର)- …
