ସାମାଜିକ ଗଣମାଧ୍ୟମର ସୁରକ୍ଷିତ ବ୍ୟବହାର ବିଷୟରେ ସଚେତନତା କାର୍ଯ୍ୟକ୍ରମ

ଜଗତସିଂହପୁର,୧୨/୯/୨୦୨୪ (ଓଡ଼ିଶା ସମାଚାର)- ଜଗତସିହପୁର ବ୍ଲକ୍ ଅନ୍ତର୍ଗତ ଓଡ଼ିଶୋ ଗ୍ରାମ ପଞ୍ଚାୟତ ଅଧୀନ ନନ୍ଦିନୀବାଳା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଗତସିଂହପୁର ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ…

ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ : ଖେଳ ଶିକ୍ଷକଙ୍କ ମାଡ଼ରେ ପାଞ୍ଚ ଛାତ୍ରୀ ଲହୁ ଲୁହାଣ 

ବାଲିଗୁଡ଼ା,୧୨/୦୯/୨୪: (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ । ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ବେଳେ ପାଞ୍ଚ ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ…

ସିଦ୍ଧେଶ୍ଵରପୁର ହାଇସ୍କୁଲରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ 

କଟକ ସଦର,୧୨/୯/୨୦୨୪ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ କନ୍ଦରପୁର ପଞ୍ଚାୟତର ସିଦ୍ଧେଶ୍ୱରପୁର ଠାରେ ଥିବା ସର୍ଵ ପୁରାତନ ସରକାରୀ ଗୋପାଳ ସ୍ମୃତି ବିଦ୍ୟାପୀଠରେ…

ମାର୍ଶାଘାଇ ମହାବିଦ୍ୟାଳୟରେ କନିଷ୍ଠ କିରାଣୀଙ୍କର ଅନିର୍ଦ୍ଧିଷ୍ଟକାଳ ପାଇଁ ଅନଶନ

କେନ୍ଦ୍ରାପଡ଼ା, ୧୧/୯/୨୦୨୪ (ଓଡ଼ିଶା ସମାଚାର)-ମାର୍ଶାଘାଇ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ୪୨୦ କାର୍ଯ୍ୟକଳାପରେ ଅତିଷ୍ଟ ହୋଇ ମହାବିଦ୍ୟାଳୟର କନିଷ୍ଠ କିରାଣୀ ଅରୁଣ କୁମାର ରଥ ମହାବିଦ୍ୟାଳୟ ପରିସରରେ ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ…

ସବୁ ବିଦ୍ୟାଳୟରେ ପିଇବାପାଣି ଏବଂ ବର୍ଷା ଜଳ ସଂଗ୍ରହ ସଂରଚନା  ବ୍ୟବସ୍ଥା କରାଯିବା ସଂପର୍କରେ ମୁଖ୍ୟଶାସନସଚିବଙ୍କ ଅଧ୍ୟକ୍ଷତାରେ ସମନ୍ୱୟ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୧୧/୯/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟର ସମସ୍ତ ସହରାଞ୍ଚଳରେ ଏବଂ ଗ୍ରାମାଞ୍ଚଳରେ ଥିବା ସବୁ ବିଦ୍ୟାଳୟରେ ପାନୀୟଜଳ ସୁବିଧା, ଟ୍ୟାପ୍ ଯୋଗେ ପିଇବାପାଣି ଏବଂ ଭୂପୃଷ୍ଠରୁ ବହିଯାଉଥିବା…

ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗରେ ସ୍ଵାଗତ ସମାରୋହ 

ବାଲିଗୁଡା, ୧୦/୦୯/୨୪ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା  ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ +୩ ପ୍ରଥମ…

କଲ୍ୟାଣପୁର ଶତାୟୁ ବିଦ୍ୟାଳୟର ପୁରାତନ ଛାତ୍ରସଂଘ ଗଠିତ 

ମାହାଙ୍ଗା,୧୦/୯/୨୦୨୪ (ଓଡିଶା ସମାଚାର /ଅଭୟ ଜେନା )- କୁହୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶତାୟୁ ଶିକ୍ଷାନୁଷ୍ଠାନ କଲ୍ୟାଣପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୁରାତନ ଛାତ୍ରସଂଘ ଗଠନ କରାଯାଇଛି…

ବାଲିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁପୂଜନ

କେନ୍ଦ୍ରାପଡ଼ା,୦୯/୯/୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ଗ୍ରାମପଂଚାୟତର ବାଲିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପାରମ୍ପରିକ ରୀତିରେ ଗୁରୁପୂଜନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ୟୁନିଟ -୩ ରେ ପବିତ୍ର ଶ୍ରୀ ଗଣେଶ ପୂଜା ପାଳିତ

ଭୁବନେଶ୍ୱର, ୦୭/୯/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ୟୁନିଟ -୩ ରେ ପବିତ୍ର ଶ୍ରୀ ଗଣେଶ ପୂଜା ପାଳିତ ହୋଇଥିଲା।ଗରୀମାମୟ ପବିତ୍ର ଶ୍ରୀ ଗଣେଶ ପୂଜା…

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୨ତମ ପ୍ରତିଷ୍ଠା ଦିବସ ପାଳିତ 42nd foundation day of CHSE observed

ଭୁବନେଶ୍ୱର, ୦୭/୯/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ଉଚ୍ଚ ମାଧ୍ୟମିକ ପରିଷଦ (ସି.ଏଚ.ଏସ.ଇ) ର ୪୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୋଲିସ…