ଏକଲବ୍ୟ ବିଦ୍ୟାଳୟରେ ମହାକାଶ ପ୍ରୟୋଗଶାଳା : ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଓଡ଼ିଶାର ୧୩ଟି EMRSରେ ସ୍ପେସ୍ ଲ୍ୟାବ୍ ଉଦଘାଟିତ
ଭୁବନେଶ୍ୱର,୦୩/୦୬/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଦିବାସୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଐତିହାସିକ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ…
