ପ୍ରାଥମିକ ଶିଶୁ ସେବା, ଶିକ୍ଷା ଓ ବିକାଶ (ECCED)କୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର,୨୦/୦୧/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପ୍ରାଥମିକ ଶିଶୁ ସେବା, ଶିକ୍ଷା ଓ ବିକାଶ (ECCED) କ୍ଷେତ୍ରକୁ ଅନ୍ତଃ-ରାଜ୍ୟ ସହଯୋଗ ମାଧ୍ୟମରେ ସୁଦୃଢ଼ କରିବା ପାଇଁ ଓଡ଼ିଶା ଏବଂ…
