ବିର୍ଲା ଗ୍ଲୋବାଲ ୟୁନିଭର୍ସିଟିର ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଜ୍ୟପାଳ
ନୈତିକତା, ନିଷ୍ଠା ଏବଂ କରୁଣା ବଜାୟ ରଖିବାକୁ ସ୍ନାତକମାନଙ୍କୁ ରାଜ୍ୟପାଳଙ୍କ ଆହ୍ୱାନ ଭୁବନେଶ୍ୱର,୦୬/୧୨/୨୦୨୫(ଓଡ଼ିଶା ସମାଚାର/ରଜତ ମହାପାତ୍ର)-ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା ଦ୍ରୁତ ଗତିରେ ପରିବର୍ତ୍ତିତ ବିଶ୍ୱରେ ପାଦ ଥାପୁଥିବା…
