ଆନ୍ତଃ ଶିଶୁ ଯତ୍ନ କେନ୍ଦ୍ର କ୍ରୀଡା ଓ ଶିକ୍ଷା ଭିତ୍ତିକ “ଉତ୍ସାହ” ଓ “ମହକ” ପ୍ରତିଯୋଗିତା ଅନୁଷ୍ଠିତ।

ଯାଜପୁର, ୦୮/୧୧/୨୦୨୪ (ଓଡ଼ିଶା ସମାଚାର)-ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଦୁଇ ଦିନ ବ୍ୟାପି ଆୟୋଜିତ ଆନ୍ତଃ ଶିଶୁ ଯତ୍ନ ଅନୁଷ୍ଠାନ ଖେଳକୁଦ…

ଜିଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

କେନ୍ଦ୍ରାପଡା,୦୮/୧୧/୨୦୨୪ (ଓଡ଼ିଶା ସମାଚାର)-ଜିଲା ସଂସ୍କୃତି ଭବନ ପରିସରରେ ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଶିଶୁ ହସିଲେ ଦେଶ ହସିବ ଓ ଗାଁ ଗହଳିରେ…

ଭାରତ ସ୍କାଉଟ ଆଣ୍ଡ ଗାଇଡ୍ସ ର ପ୍ରତିଷ୍ଠା ଦିବସ ପାଳିତ 

ଭୁବନ ୦୭/୧୧/୨୦୨୪ (ଓଡ଼ିଶା ସମାଚାର)-ଭୁବନ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟରେ ଭାରତ ସ୍କାଉଟ ଆଣ୍ଡ ଗାଇଡ୍ ର ପ୍ରତିଷ୍ଠା ଦିବସ ଓ ଫ୍ଲାଗ ଡେ ପାଳିତ ହୋଇଯାଇଛି…

ଯାଜପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ‘ ପ୍ରତିଯୋଗିତା ୨୦୨୪ ଅନୁଷ୍ଠିତ

ଯାଜପୁର,୦୭/୧୧/୨୦୨୪ (ଓଡ଼ିଶା ସମାଚାର)-ଶିଶୁ ମାନଙ୍କ ଦକ୍ଷତା ଓ ପ୍ରତିଭା କୁ ପ୍ରସ୍ଫୁଟିତ କରିବା ପାଇଁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ…

ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ଭୁବନେଶ୍ୱର, ୦୬/୧୧/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…

ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଆଦିବାସୀ ମହାବିଦ୍ୟାଳୟ ରେ ରାଜ୍ୟସ୍ତରୀୟ ଭାଷା ସଂପାନ

ବାଲିଗୁଡ଼ା,୦୬/୧୧/୨୪: (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ଓଡ଼ିଆ ଭାଷା ପ୍ରତିଷ୍ଠାନ ଆନୁକୂଲ୍ୟରେ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ସହଯୋଗିତାରେ ବୁଧବାର ‘ରାଜ୍ୟସ୍ତରୀୟ ଭାଷା ସଂପାନ’ ମହାବିଦ୍ୟାଳୟ ପରିସରରେ…

ମଦ୍ୟପାନ କରି ବିଦ୍ୟାଳୟକୁ ଆସୁଥିଲେ ଶିକ୍ଷକ, ଶିକ୍ଷା ବିଭାଗ କଲା ନିଲମ୍ବିତ

ବାଲିଗୁଡା ୦୬/୧୧/୨୪ : (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):  ମଦ୍ୟପାନ କରି ଶିକ୍ଷକ ନିଲମ୍ବିତ। ଜଣେ କାର୍ଯ୍ୟରତ ଶିକ୍ଷକ ବିଦ୍ୟାଳୟ ସମୟରେ ମଦ୍ୟପାନ କରି ବିଦ୍ୟାଳୟକୁ ଆସି…

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୪ ନିମନ୍ତ୍ରଣ ପତ୍ରରେ କଟକ ସଦର ବିଧାୟକ ଙ୍କ ନାଁ ନଥିବାରୁ ଅସନ୍ତୋଷ 

କଟକ ସଦର,୦୬/୧୧/୨୦୨୪ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): ଆସନ୍ତା କାଲି ଗୁରୁବାର ଦିନ କଟକ ରେଭେନ୍ସା କଲିଜିଏଟ ସ୍କୁଲ ପରିସରରେ କଟକ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ତୋଷ…

ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ ଜିଲାସ୍ତରୀୟ ମେଗା ପ୍ରତିଯୋଗିତା

କେନ୍ଦ୍ରାପଡ଼ା,୦୬/୧୧/୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି…

ସୁରଭି କାର୍ଯ୍ୟକ୍ରମରେ ଅନଭିଜ୍ଞ ବିଚାରକ — ଜିଲାପାଳଙ୍କୁ ଅଭିଯୋଗ କଲେ ଅଭିଭାବକ

କେନ୍ଦ୍ରାପଡ଼ା, ୦୫/୧୧/୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅଧିନ କଂସାର -ସାହାସପୁର ଉଚ୍ଚ ବିଦ୍ୟାଳୟରେ ନିକଟରେ ଅନୁଷ୍ଠିତ ହୋଇଥିବା ଶିଶୁ ମହୋତ୍ସବ “ସୁରଭି”କାର୍ଯ୍ୟକ୍ରମରେ ଅନଭିଜ୍ଞ ବିଚାରକ ମଣ୍ଡଳୀଙ୍କୁ…