ପୂର୍ବତନ ବିଧାୟକ ପ୍ରଭାତ ବିଶ୍ଵାଳଙ୍କ ସହିତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ଦିଲିପ ରାୟଙ୍କ ଭେଟଘାଟ
କଟକ ସଦର,୦୨/୦୫/୨୦୨୬ (ଓଡ଼ିଶା ସମାଚାର/ବିଷ୍ଣୁ ବେହେରା): କଟକ ସଦର ତଥା ଚୈ।ଦ୍ୱାର-କଟକ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ଙ୍କ ବାସଭବନରେ ଆଜି ଶନିବାର…
