ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଓଡ଼ିଶା ବନ୍ଦ ସଫଳ
ଭୁବନେଶ୍ୱର,୧୮/୦୭/୨୦୨୫(ଓଡ଼ିଶା ସମାଚାର)-ଫକୀର ମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଓ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବିରେ, ଘଟଣା ପାଇଁ ଦାୟୀ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ…
