ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ପ୍ରସଙ୍ଗରେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ମହିଳା କଂଗ୍ରେସ
ଭୁବନେଶ୍ୱର,୧୩/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଶିକ୍ଷା ବିଭାଗର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ପ୍ରସଙ୍ଗରେ ଆଜି କଂଗ୍ରେସ ଭବନ ରେ ଅନୁଷ୍ଠିତ…
