ବରିଷ୍ଠ ନେତା ତଥା ଅବିଭକ୍ତ କଟକ ଜିଲ୍ଲା ବିଜେପିର ପୂର୍ବତନ ଜିଲ୍ଲା ସଭାପତି ସଂଗ୍ରାମ କେଶରୀ ମହାନ୍ତିଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ
ଅବିଭକ୍ତ କଟକ ଜିଲ୍ଲାରେ ଦଳର ସଙ୍ଗଠନକୁ ସୁଦୃଢ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ସଂଗ୍ରାମ ଭାଇ : ମନମୋହନ ସାମଲ ଭୁବନେଶ୍ୱର,୦୬/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-…
